ଅମିତ ଶାହଙ୍କୁ କୋରୋନା

ଅମିତ ଶାହଙ୍କୁ କୋରୋନା

ପ୍ରିଜମ୍ ନ୍ୟୁଜ୍ ବ୍ୟୁରୋ: କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହଙ୍କୁ କୋରୋନା । ପରୀକ୍ଷା କରିବା ପରେ ତାଙ୍କ ରିପୋର୍ଟ ପଜିଟିଭ ଆସିଛି। ଏ ନେଇ ଶାହ ନିଜେ ଟ୍ୱିଟ୍ କରିଛନ୍ତି । ଟ୍ୱିଟ୍ କରି ସେ କହିଛନ୍ତି ଯେ, କୋରୋନାର ପ୍ରାଥମିକ ଲକ୍ଷଣ ଜଣାପଡ଼ିବା ପରେ ମୁଁ ପରୀକ୍ଷା କରିଥିଲି ଏବଂ ମୋ ରିପୋର୍ଟ ପଜିଟିଭ ଆସିଛି। ତେଣୁ ଡାକ୍ତରଙ୍କ ପରାମର୍ଶ ଅନୁସାରେ ମୁଁ ହସ୍ପିଟାଲରେ ଭର୍ତ୍ତି ହେଉଛି’।

ସେହିପରି ତାଙ୍କ ସଂସ୍ପର୍ଶରେ ଆସିଥିବା ବ୍ୟକ୍ତି ସଂଗରୋଧରେ ରହିବାକୁ ଶାହ ଅପିଲ କରିଛନ୍ତି।

0 Comments

Leave Your Comment

Your email address will not be published. Required fields are marked *

%d bloggers like this: