ହସ୍ପିଟାଲରେ ସଞ୍ଜୁ ବାବା

ହସ୍ପିଟାଲରେ ସଞ୍ଜୁ ବାବା

ପ୍ରିଜମ୍ ନ୍ୟୁଜ ବ୍ୟୁରୋ: ବଲିଉଡ ଅଭିନେତା ସଂଜୟ ଦତ୍ତ ମୁମ୍ବାଇ ଲୀଲାବତୀ ହସ୍ପିଟାଲରେ ଭର୍ତ୍ତି। ନିଃଶ୍ଵାସ ପ୍ରଶ୍ୱାସ ନେବାରେ କଷ୍ଟ ଅନୁଭବ କରିବାରୁ ତାଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି।ଆଇସିୟୁରେ ଥିଲେ ବି ତାଙ୍କ ସ୍ୱାସ୍ଥ୍ୟ ଅବସ୍ଥା ସ୍ଥିର ଥିବା ଡାକ୍ତର କହିଛନ୍ତି ।
ତେବେ ହସ୍ପିଟାଲରେ ସଞ୍ଜୟଙ୍କ କୋଭିଡ୍ ଟେଷ୍ଟ ରିପୋର୍ଟ ନେଗେଟିଭ୍ ଆସିଛି । ରାପିଡ୍ ଆଣ୍ଟିଜେନ ଟେଷ୍ଟ ରିପୋର୍ଟ ମଧ୍ୟ ନେଗେଟିଭ୍ ଆସିଛି । ବର୍ତ୍ତମାନ ତାଙ୍କ ସ୍ୱାବ ନମୁନା ସଂଗ୍ରହ କରାଯାଇ ଟେଷ୍ଟ ପାଇଁ ପଠାଯାଇଥିବା ହସ୍ପିଟାଲ କର୍ତ୍ତୃପକ୍ଷ ସୂଚନା ଦେଇଛନ୍ତି ।

0 Comments

Leave Your Comment

Your email address will not be published. Required fields are marked *

%d bloggers like this: