ଐଶ୍ଵର୍ଯ୍ୟା ଓ ଆରାଧ୍ୟା ହସ୍ପିଟାଲରେ ଭର୍ତ୍ତି

ଐଶ୍ଵର୍ଯ୍ୟା ଓ ଆରାଧ୍ୟା ହସ୍ପିଟାଲରେ ଭର୍ତ୍ତି

ପ୍ରିଜମ୍ ନ୍ୟୁଜ୍ ବ୍ୟୁରୋ: ଅମିତାଭ ଓ ଅଭିଷେକ ବଚ୍ଚନଙ୍କ ପରେ କୋରୋନା ସଂକ୍ରମିତ ଐଶ୍ଵର୍ଯ୍ୟା ରାୟ ବଚ୍ଚନ ଓ ତାଙ୍କ ଝିଅ ଆରାଧ୍ୟା ନାନାବତୀ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି । ପଜିଟିଭ ଚିହ୍ନଟ ପରେ ସେମାନେ ହୋମ୍ ଆଇସୋଲେସନରେ ଥିଲେ । ଏବେ
କୋରୋନାର ସାମାନ୍ୟ ଲକ୍ଷଣ ଦେଖାଦେବା ପରେ ସେମାନଙ୍କୁ ହସ୍ପିଟାଲକୁ ସ୍ଥାନାନ୍ତର କରାଯାଇଛି। ପୂର୍ବରୁ ଅମିତାଭ ବଚ୍ଚନ ଓ ଅଭିଷେକ ବଚ୍ଚନ କୋରୋନା ସଂକ୍ରମିତ ହୋଇଥିଲେ। ସେମାନେ ଏବେ ନାନାବତୀ ହସ୍ପିଟାଲରେ ଚିକିତ୍ସାଧୀନ ଅଛନ୍ତି ।

0 Comments

Leave Your Comment

Your email address will not be published. Required fields are marked *

%d bloggers like this: