ପୂଜା ଛୁଟି ଯାଏ ରାଜ୍ୟରେ ବନ୍ଦ ରହିବ ସମସ୍ତ ସ୍କୁଲ, କଲେଜ

ପୂଜା ଛୁଟି ଯାଏ ରାଜ୍ୟରେ ବନ୍ଦ ରହିବ ସମସ୍ତ ସ୍କୁଲ, କଲେଜ

ପ୍ରିଜମ୍ ନ୍ୟୁଜ ବ୍ୟୁରୋ: ପୂଜା ଛୁଟି ଯାଏ ରାଜ୍ୟରେ ବନ୍ଦ ରହିବ ସମସ୍ତ ସ୍କୁଲ, କଲେଜ। ଏନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଘୋଷଣା କରିଛନ୍ତି। ଛାତ୍ରଛାତ୍ରୀ ଓ ଅଭିଭାବକଙ୍କ ଉଦ୍‌ବେଗକୁ ଦୃଷ୍ଟିରେ ରଖି ଏଭଳି ନିଷ୍ପତ୍ତି ନିଆଯାଇଥିବା ନବୀନ କହିଛନ୍ତି । ଆସନ୍ତା ପୂଜା ଛୁଟି ଯାଏ ସବୁ ଶିକ୍ଷାନୁଷ୍ଠାନ ବନ୍ଦ ରଖିବାକୁ ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି। କୋରୋନାରେ ସବୁଠାରୁ ଅଧିକ ପ୍ରଭାବ ଛାତ୍ରଛାତ୍ରୀଙ୍କ ପଠପଢ଼ା ଉପରେ ପଡ଼ିଛି। ତେଣୁ ଛାତ୍ରଛାତ୍ରୀଙ୍କ ସ୍ୱାସ୍ଥ୍ୟବସ୍ଥାକୁ ଦୃଷ୍ଟିରେ ରଖି ଏହି ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ଗ୍ରହଣ କରାଯାଇଛି ।

0 Comments

Leave Your Comment

Your email address will not be published. Required fields are marked *

%d bloggers like this: