ଅତିରିକ୍ତ ଏସ୍.ପି ତ୍ରିନାଥ ମିଶ୍ରଙ୍କୁ ବାଧ୍ୟତାମୂଳକ ଅବସର

ଅତିରିକ୍ତ ଏସ୍.ପି ତ୍ରିନାଥ ମିଶ୍ରଙ୍କୁ ବାଧ୍ୟତାମୂଳକ ଅବସର

ପ୍ରିଜମ ନ୍ୟୁଜ ବ୍ୟୁରୋ: ଅତିରିକ୍ତ ଏସ୍.ପି ତ୍ରିନାଥ ମିଶ୍ରଙ୍କୁ ବାଧ୍ୟତାମୂଳକ ଅବସର। ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ତାଙ୍କୁ ଚାକିରୀରୁ ବାଧ୍ୟତାମୂଳକ ଅବସର ଦିଆଯାଇଛି।ବିଭିନ୍ନ ସ୍ତରରୁ ଅଭିଯୋଗ ଆସିବା ପରେ କଟକ, ଖୋର୍ଦ୍ଧା, ଯାଜପୁର, ଜଗତସିଂହପୁର ଓ ନବରଂଗପୁର ଆଦି ଜିଲ୍ଲାର ୧୧ଟି ସ୍ଥାନରେ ଥିବା ତାଙ୍କର ବିଭିନ୍ନ ସମ୍ପତ୍ତି ଉପରେ ଏକାସମୟରେ ତଲାସୀ କରାଯାଇଥିଲା । ଏହି ତଲାସୀରୁ ବିପୁଳ ପରିମାଣରେ ସମ୍ପତ୍ତି ଥିବାର ଜଣାଯାଇଥିଲା । ତାଙ୍କ ପାଖରୁ ସମୁଦାୟ ପ୍ରାୟ ୯ କୋଟି ଟଙ୍କାର ସମ୍ପତ୍ତି ମିଳିଛି।

0 Comments

Leave Your Comment

Your email address will not be published. Required fields are marked *

%d bloggers like this: