ଏବର୍ଷ ହେବନି ବରଗଡ଼ ଧନୁଯାତ୍ରା

ପ୍ରିଜମ୍ ନ୍ୟୁଜ ବ୍ୟୁରୋ: ଚଳିତ ବର୍ଷ ଅନୁଷ୍ଠିତ ହେବନି ବିଶ୍ୱ ପ୍ରସିଦ୍ଧ ଧନୁଯାତ୍ରା। କୋରୋନା ମହାମାରୀକୁ ଦୃଷ୍ଟିରେ ରଖି ବରଗଡ଼ ଜିଲ୍ଲା ପ୍ରଶାସନ ଏଭଳି ନିଷ୍ପତ୍ତି ନେଇଛି। ଜିଲ୍ଲାପାଳଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ଏଭଳି ନିଷ୍ପତ୍ତି ନିଆଯାଇଛି। ଧନୁଯାତ୍ରା କମିଟି ସଦସ୍ୟଙ୍କ ସହ ଆଲୋଚନା ପରେ ଏଭଳି ନିଷ୍ପତ୍ତି ନିଆଯାଇଛି। କୋରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ଜିଲ୍ଲା ପ୍ରଶାସନ ଏଭଳି ନିଷ୍ପତ୍ତି ନେଇଛି ।

%d bloggers like this: