ନୋବେଲ ଶାନ୍ତି ପୁରସ୍କାର ପାଇଁ ଟ୍ରମ୍ପଙ୍କ ନାଁ ସୁପାରିସ

ନୋବେଲ ଶାନ୍ତି ପୁରସ୍କାର ପାଇଁ ଟ୍ରମ୍ପଙ୍କ ନାଁ ସୁପାରିସ

ପ୍ରିଜମ୍ ନ୍ୟୁଜ ବ୍ୟୁରୋ: ନୋବେଲ ଶାନ୍ତି ପୁରସ୍କାର ପାଇଁ ଆମେରିକା ରାଷ୍ଟ୍ରପତି ଟ୍ରମ୍ପଙ୍କ ନାଁ ସୁପାରିସ କରାଯାଇଛି। ୨୦୨୧ ନୋବେଲ ଶାନ୍ତି ପୁରସ୍କାର ପାଇଁ ଟ୍ରମ୍ପଙ୍କ ନାମ ପ୍ରସ୍ତାବ ଦିଆଯାଇଛି। ଇସ୍ରାଏଲ ଓ ୟୁଏଇ ମଧ୍ୟରେ ଶାନ୍ତି ଚୁକ୍ତି କରିବାରେ ସଫଳ ହୋଇଥିବାରୁ ପୁରସ୍କାର ପାଇଁ ଟ୍ରମ୍ପଙ୍କ ନାମ ସୁପାରିସ କରାଯାଇଛି।

%d bloggers like this: