ପରଲୋକରେ ଆସାମ ପୂର୍ବତନ ମୁଖ୍ୟମନ୍ତ୍ରୀ ତରୁଣ ଗୋଗୋଇ

ପ୍ରିଜମ୍ ନ୍ୟୁଜ ବ୍ୟୁରୋ: ଆସାମର ପୂର୍ବତନ ମୁଖ୍ୟମନ୍ତ୍ରୀ ତରୁଣ ଗୋଗୋଇଙ୍କ ପରଲୋକ ହୋଇଛି। ୮୬ ବର୍ଷ ବୟସରେ ତାଙ୍କର ନିଧନ ହୋଇଛି। ସ୍ୱାସ୍ଥ୍ୟ ମନ୍ତ୍ରୀ ହିମନ୍ତ ବିଶ୍ୱ ଶର୍ମା ଏନେଇ ସୂଚନା ଦେଇଛନ୍ତି। ଗୋଗୋଇଙ୍କ ମୃତ୍ୟୁ ପରେ ବିଭିନ୍ନ ମହଲରେ ଶୋକର ଛାୟା ଖେଳିଯାଇଛି।