ଜଙ୍ଗଲ ବାବୁ ନିଲମ୍ୱିତ, ୧୪ ଦିନିଆ ବିଚାର ବିଭାଗୀୟ ହାଜତକୁ ଗଲେ

ପ୍ରିଜମ୍ ନ୍ୟୁଜ ବ୍ୟୁରୋ: ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଗିରଫ ହୋଇଥିବା ଅତିରିକ୍ତ ପିସିସିଏଫ ଅଭୟକାନ୍ତ ପାଠକଙ୍କୁ ନିଲମ୍ବିତ କରିଛନ୍ତି ରାଜ୍ୟ ସରକାର। ତାଙ୍କୁ ୧୪ଦିନିଆ ବିଚାର ବିଭାଗୀୟ ହାଜତକୁ ପଠାଇ ଦିଆଯାଇଛି। ବନ ବିଭାଗର ବରିଷ୍ଠ ପଦାଧିକାରୀ ତଥା ୧୯୮୭ ବ୍ୟାଚ୍ IFS ଅଭୟକାନ୍ତ ପାଠକ ଏବଂ ତାଙ୍କ ପୁଅ ଆକାଶ ପାଠକ ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଗିରଫ ହୋଇଥିଲେ।

%d bloggers like this: