ପାକିସ୍ତାନ ହାଇକମିଶନଙ୍କୁ ସମନ୍

ପ୍ରିଜମ୍ ନ୍ୟୁଜ ବ୍ୟୁରୋ: ସୀମାରେ ବାରମ୍ବାର ଅସ୍ତ୍ରବିରତି ଉଲ୍ଲଂଘନ କରୁଛି ପାକିସ୍ତାନ। ଏନେଇ ପାକିସ୍ତାନ ହାଇକମିଶନଙ୍କୁ ସମନ୍ କରିଛି ଭାରତ । ଦିଲ୍ଲୀରେ ଅବସ୍ଥାପିତ ପାକିସ୍ତାନ ହାଇକମିଶନଙ୍କୁ ବୈଦେଶିକ ମନ୍ତ୍ରାଳୟ ପକ୍ଷରୁ ସମନ କରାଯାଇଛି ।

ଗତ କିଛିଦିନ ଧରି ଜମ୍ମୁ କାଶ୍ମୀର ସୀମାନ୍ତ ଉରି ଓ ଗୁରେଜ୍ ସେରରେ ପାକିସ୍ତାନ ପଟରୁ ଲଗାତର ଅସ୍ତ୍ରବିରତ ଉଲ୍ଲଂଘନ କରାଯାଇଛି । ତେବେ ଚଳିତ ବର୍ଷ ପାକିସ୍ତାନ ୪ ହଜାର ୫୨ ଥର ଅସ୍ତ୍ରବିରତି ଉଲ୍ଲଂଘନ କରିଛି।

%d bloggers like this: