ବରିଷ୍ଠ ସେବାୟତ ପ୍ରେମାନନ୍ଦ ଦାସ ମହାପାତ୍ରଙ୍କ ପରଲୋକ

ପ୍ରିଜମ୍ ନ୍ୟୁଜ ବ୍ୟୁରୋ: ବରିଷ୍ଠ ସେବାୟତ ପ୍ରେମାନନ୍ଦ ଦାସମହାପାତ୍ରଙ୍କ ପରଲୋକ। ଚିକିତ୍ସାଧୀନ ଅବସ୍ଥାରେ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ତାଙ୍କର ନିଧନ ହୋଇଛି। ଗତକାଲି ରାତିରେ ଅସୁସ୍ଥ ଅନୁଭବ କରିବା ପରେ ସେ ମେଡିକାଲରେ ଭର୍ତ୍ତି ହୋଇଥିଲେ। କିଛିଦିନ ପୂର୍ବେ କୋରୋନାରୁ ସୁସ୍ଥ ହୋଇ ପ୍ରେମାନନ୍ଦ ଘରକୁ ଫେରିଥିଲେ। ଗତକାଲି ହଠାତ ଛାତିରେ ଯନ୍ତ୍ରଣା ପରେ ତାଙ୍କୁ ଡାକ୍ତରଖାନାରେ କରାଯାଇଥିଲା। ସେଠାରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ପରଲୋକ ହୋଇଛି।

%d bloggers like this: