ଜୟନ୍ତୀ ବେହେରା ପାଇବେ ବିଜୁ ପଟ୍ଟନାୟକ କ୍ରୀଡ଼ା ପୁରସ୍କାର

ଜୟନ୍ତୀ ବେହେରା ପାଇବେ ବିଜୁ ପଟ୍ଟନାୟକ କ୍ରୀଡ଼ା ପୁରସ୍କାର

ପ୍ରିଜମ୍ ନ୍ୟୁଜ ବ୍ୟୁରୋ: ପାରା ଆଥଲେଟ୍ ଜୟନ୍ତୀ ବେହେରା ପାଇବେ ବିଜୁ ପଟ୍ଟନାୟକ କ୍ରୀଡ଼ା ପୁରସ୍କାର । ୨୦୧୯ ବର୍ଷ ପାଇଁ ଶ୍ରେଷ୍ଠ ପ୍ରଦର୍ଶନ ଦୃଷ୍ଟିରୁ ସେ ଏହି ପୁରସ୍କାର ପାଇବେ । ଆସନ୍ତା ୨୯ରେ ଜାତୀୟ କ୍ରୀଡ଼ା ଦିବସ ଅବସରରେ ଲୋକସେବା ଭବନ ପରିସରରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ତାଙ୍କୁ ସମ୍ମାନୀତ କରାଯିବ ବୋଲି କ୍ରୀଡ଼ା ଓ ଯୁବ ବ୍ୟାପାର ସଚିବ ବିଶାଳ ଦେବ ସୂଚନା ଦେଇଛନ୍ତି ।

0 Comments

Leave Your Comment

Your email address will not be published. Required fields are marked *

%d bloggers like this: