ବଡ଼ ଖବର: ଦ୍ରୌପଦୀ ମୁର୍ମୁଙ୍କୁ ଭୋଟ ଦେଲେ ମହମ୍ମଦ ମୋକିମ

ବଡ଼ ଖବର: ଦ୍ରୌପଦୀ ମୁର୍ମୁଙ୍କୁ ଭୋଟ ଦେଲେ ମହମ୍ମଦ ମୋକିମ

ଭୁବନେଶ୍ୱର: ଦ୍ରୌପଦୀ ମୁର୍ମୁଙ୍କୁ ଭୋଟ୍ ଦେଲେ ମହମ୍ମଦ ମୋକିମ୍ । ମିଳିତ ବିରୋଧୀ ପ୍ରାର୍ଥୀ ଯଶୱନ୍ତ ସିହ୍ନାଙ୍କୁ ଭୋଟ୍ ଦେବା ପାଇଁ ଥିଲା ନିର୍ଦ୍ଦେଶ।

ଦଳ ନିଷ୍ପତ୍ତି ବିରୋଧରେ ଯାଇ ଏନଡିଏ ପ୍ରାର୍ଥୀଙ୍କୁ ଦେଲେ ଭୋଟ୍ ।

0 Comments

Leave Your Comment

Your email address will not be published. Required fields are marked *

%d bloggers like this: