ପ୍ରିଜମ ନ୍ୟୁଜ୍ ବ୍ୟୁରୋ:ଆସନ୍ତା ୨୩ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବହୁ ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷାର ସମ୍ଭାବନା ରହିଥିବା ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସତର୍କ ସୂଚନାରେ କୁହାଯାଇଛି। ଏହା ସହ ୨୩ରେ ଆଉ ଏକ ଲଘୁଚାପର ସମ୍ଭାବନା ଥିବା ପାଣିପଗ ବିଭାଗ ସୂଚନା ପ୍ରଦାନ କରିଛି ।
0 Comments