ଉତ୍ତର ପ୍ରଦେଶ ରାମପୁରରେ ଭୟଙ୍କର ଦୁର୍ଘଟଣା; ଦୁଃଖ ପ୍ରକାଶ କଲେ ପ୍ରଧାନମନ୍ତ୍ରୀ

ଉତ୍ତର ପ୍ରଦେଶ ରାମପୁରରେ ଭୟଙ୍କର ଦୁର୍ଘଟଣା; ଦୁଃଖ ପ୍ରକାଶ କଲେ ପ୍ରଧାନମନ୍ତ୍ରୀ

ପ୍ରିଜମ ନ୍ୟୁଜ୍ ବ୍ୟୁରୋ: ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ରାମପୁରରେ ଏକ ସଡ଼କ ଦୁର୍ଘଟଣାରେ ମୃତ୍ୟୁକୁ ନେଇ ଗଭୀର ଦୁଃଖ ପ୍ରକାଶ କରିଛନ୍ତି । ସେ ପ୍ରଭାବିତ ପରିବାରକୁ ସମବେଦନା ଜଣାଇଛନ୍ତି । ରାଜ୍ୟ ସରକାରଙ୍କ ତତ୍ତ୍ୱାବଧାନରେ ସ୍ଥାନୀୟ ପ୍ରଶାସନ ସମସ୍ତ ସମ୍ଭାବ୍ୟ ସହାୟତା ଯୋଗାଉଛି ବୋଲି ସେ ସୂଚନା ଦେଇଛନ୍ତି ।

 ପ୍ରଧାନମନ୍ତ୍ରୀ କାର୍ଯ୍ୟାଳୟ ଟୁଇଟ୍ କରି କହିଛନ୍ତି:

 “ଉତ୍ତରପ୍ରଦେଶର ରାମପୁରରେ ସଡ଼କ ଦୁର୍ଘଟଣା ଅତ୍ୟନ୍ତ ଦୁଃଖଦାୟକ । ଏହି ଦୁର୍ଘଟଣାରେ ପ୍ରାଣ ହରାଇଥିବା ପରିବାରବର୍ଗଙ୍କୁ ମୋର ଗଭୀର ସମବେଦନା ଜଣାଇ ମୁଁ ଆହତମାନଙ୍କ ଶୀଘ୍ର ଆରୋଗ୍ୟ କାମନା କରୁଛି । ରାଜ୍ୟ ସରକାରଙ୍କ ତତ୍ତ୍ୱାବଧାନରେ ସ୍ଥାନୀୟ ପ୍ରଶାସନ ସମସ୍ତ ପ୍ରକାର ସହାୟତା ଯୋଗାଇ ହେଉଛି: ପ୍ରଧାନମନ୍ତ୍ରୀ ମୋଦି”

0 Comments

Leave Your Comment

Your email address will not be published. Required fields are marked *

%d bloggers like this: