ପୁରୀ ଆସିବେ ରାଷ୍ଟ୍ରପତି

ପୁରୀ ଆସିବେ ରାଷ୍ଟ୍ରପତି

ପ୍ରିଜମ ନ୍ୟୁଜ ବ୍ୟୁରୋ:ରାଷ୍ଟ୍ରପତି ରାମନାଥ କୋବିନ୍ଦ ଚଳିତବର୍ଷ ପ୍ରଥମଥର ଲାଗି ଆସନ୍ତା ୧୯ ତାରିଖରେ ପୁରୀ ଗସ୍ତରେ ଆସୁଛନ୍ତି। ଏ ନେଇ ଜିଲ୍ଲା ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଚାଲିଛି। ବୁଧବାର ରାଷ୍ଟ୍ରପତିଙ୍କ ଗସ୍ତ ସମ୍ପର୍କିତ ବୈଠକ ଅନୁଷ୍ଠିତ ହେବ ବୋଲି ଉପଜିଲ୍ଲାପାଳ ଭବତାରଣ ସାହୁ ସୂଚନା ଦେଇଛନ୍ତି। ପଞ୍ଚାୟତ ନିର୍ବାଚନ ମତଦାନ ମଧ୍ୟରେ ରାଷ୍ଟ୍ରପତି ପୁରୀ ଆସୁଥିବାରୁ ଏନେଇ ପ୍ରସ୍ତୁତି ଉପରେ ଜିଲ୍ଲା ପ୍ରଶାସନ ଜୋର ଦେବ । ସେହିଭଳି ପୋଲିସ ପ୍ରଶାସନ, ଜିଲା ସ୍ବାସ୍ଥ୍ୟ ବିଭାଗ, ଅଗ୍ନିଶମ ବିଭାଗ ଓ ଅନ୍ୟ ଅଧିକାରୀମାନଙ୍କ ସହ ବିସ୍ତୃତ ଆଲୋଚନା କରାଯିବ ବୋଲି ସୂଚନା ମିଳିଛି।

0 Comments

Leave Your Comment

Your email address will not be published. Required fields are marked *

%d bloggers like this: