ଓଡ଼ିଶା ହାଇକୋର୍ଟରେ ୩ ନୂଆ ବିଚାରପତି

ଓଡ଼ିଶା ହାଇକୋର୍ଟରେ ୩ ନୂଆ ବିଚାରପତି

ପ୍ରିଜମ ନ୍ୟୁଜ ବ୍ୟୁରୋ: ଓଡ଼ିଶା ହାଇକୋର୍ଟରେ ଆଉ ୩ଜଣ ନୂଆ ବିଚାରପତିଙ୍କୁ ନିଯୁକ୍ତି ମିଳିଛି ।ସେମାନେ ହେଲେ- ଭି.ନରସିଂହ, ବିରଜା ପ୍ରସନ୍ନ ଶତପଥୀ ଓ ମୁରାହରି ଶ୍ରୀ ରମଣ। ଏହି ବିଚାରପତିଙ୍କୁ ମିଶାଇ ଓଡ଼ିଶା ହାଇକୋର୍ଟରେ ବିଚାରପତିଙ୍କ ସଂଖ୍ୟା ୨୧କୁ ବୃଦ୍ଧି ପାଇଛି ।
କେନ୍ଦ୍ର ଆଇନ ଓ ନ୍ୟାୟ ମନ୍ତ୍ରଣାଳୟ ପକ୍ଷରୁ ଗୁରବାର ଜାରି ବିଜ୍ଞପ୍ତି ଅନୁସାରେ ସମ୍ବିଧାନର ଧାରା ୨୧୭(୧)ରେ ପ୍ରଦତ୍ତ କ୍ଷମତାକୁ ଉପଯୋଗ କରି ରାଷ୍ଟ୍ରପତି ରାମନାଥ କୋବିନ୍ଦ ଓଡ଼ିଶା ହାଇକୋର୍ଟରେ ୩ ଜଣ ବିଚାରପତିଙ୍କୁ ନିଯୁକ୍ତି ପ୍ରଦାନ କରିଛନ୍ତି।

0 Comments

Leave Your Comment

Your email address will not be published. Required fields are marked *

%d bloggers like this: