କୋରୋନାରେ ପ୍ରାଣ ହରାଇଲେ ଉତ୍ତରପ୍ରଦେଶ କ୍ୟାବିନେଟ ମନ୍ତ୍ରୀ

ପ୍ରିଜମ୍ ନ୍ୟୁଜ୍ ବ୍ୟୁରୋ: ଉତ୍ତରପ୍ରଦେଶ କ୍ୟାବିନେଟ ମନ୍ତ୍ରୀ କମଲା ରାଣୀ ବରୁଣଙ୍କ ଦେହାନ୍ତ। ୟୁପି ବିଧାନସଭାର ସେ ସଦସ୍ୟା ଥିଲେ। ଏହାପୂର୍ବରୁ ସେ ସାଂସଦ ମଧ୍ୟ ରହିଥିଲେ। କମଲା ବରୁଣ ୟୁପି ସରକାରରେ ବୈଷୟିକ ଶିକ୍ଷା ମନ୍ତ୍ରୀ ଥିଲେ।
କୋରୋନାରେ ସଂକ୍ରମିତ ହେବାପରେ ତାଙ୍କୁ ଲକ୍ଷ୍ନୌ ସ୍ଥିତ ପିଜିଆଇ ଠାରେ ଭର୍ତ୍ତି କରାଯାଇଥିଲା। ରବିବାର ତାଙ୍କର ଦେହାନ୍ତ ହୋଇଛି। ଗତ ଜୁଲାଇ ମାସ ୧୮ ତାରିଖରେ ସେ କରୋନାରେ ସଂକ୍ରମିତ ହୋଇଥିବା ଚିହ୍ନଟ ହୋଇଥିଲେ । ପରେ ତାଙ୍କୁ ଲକ୍ଷ୍ନୌ ସ୍ଥିତ ପିଜିଆଇରେ ଚିକିତ୍ସା ପାଇଁ ଭର୍ତ୍ତି କରାଯାଇଥିଲା।

Leave a Reply

Your email address will not be published. Required fields are marked *