ଭିଜିଲାନ୍ସ ନିର୍ଦ୍ଦେଶକ ଦେବାଶିଷ ପାଣିଗ୍ରାହୀଙ୍କ ପରଲୋକ

ପ୍ରିଜମ୍ ନ୍ୟୁଜ ବ୍ୟୁରୋ: ଭିଜିଲାନ୍ସ ନିର୍ଦ୍ଦେଶକ ଦେବାଶିଷ ପାଣିଗ୍ରାହୀଙ୍କ ଦେହାନ୍ତ। ଚିକିତ୍ସାଧୀନ ଅବସ୍ଥାରେ କୋଲକାତାରେ ପରଲୋକ। କୋରୋନା ପରେ ଫୁସଫୁସ୍ ଜନିତ ରୋଗରେ ଆକ୍ରାନ୍ତ ଥିଲେ ଦେବାଶିଷ। ଏୟାରଲିଫ୍ଟ କରି କୋଲକାତାର ଏକ ହସ୍ପିଟାଲକୁ ତାଙ୍କୁ ନିଆଯାଇଥିଲା। ସେଠାରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ପରଲୋକ ହୋଇଛି।

https://twitter.com/PrismNewsOdisha/status/1405945680934301699
Leave a Reply

Your email address will not be published. Required fields are marked *